ପ୍ରଣବ ମୁଖାର୍ଜୀଙ୍କୁ କରୋନା

ସକାଳ ବ୍ୟୁରୋ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା । ତାଙ୍କର ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଗତ ୭ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ ସଙ୍ଗରୋଧରେ ରହିବାକୁ ସେ ନିଜ ଟ୍ୱିଟରେ ପରାମର୍ଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *