ରାଜ୍ୟରେ ବଢୁଛି ଚିନ୍ତା: ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦୃତ ଗତିରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚାହୁଁ ଚାହୁଁ ଏହି ସଂଖ୍ୟା ୧୯୦୦ ଛୁଇଁଲାଣି । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୨୯ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ ରେ ପହଞ୍ଚିଛି ।
ଆଜି ଚିହ୍ନଟ ୧୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରର ହୋଇଥିବା ବେଳେ ୧୦ ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି ।

କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଜାଣନ୍ତୁ

Leave a Reply

Your email address will not be published. Required fields are marked *