ଗୋଟିଏ ଦିନରେ ସର୍ବାଧିକ ୧୫୬ ଆକ୍ରାନ୍ତ ଚିହ୍ନଟ, ୨୧୦୦ ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦୃତ ଗତିରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚାହୁଁ ଚାହୁଁ ଏହି ସଂଖ୍ୟା ୨୧୦୦ ଟପିଲାଣି । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୫୬ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଞ୍ଚିଛି ।
ଆଜି ଚିହ୍ନଟ ୧୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରର ହୋଇଥିବା ବେଳେ ୦୩ ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି ।
କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଜାଣନ୍ତୁ

Leave a Reply

Your email address will not be published. Required fields are marked *