ରାଜ୍ୟରେ ଅଷ୍ଟମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଏହାକୁ ମିଶାଇ ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୮ ରେ ପହଞ୍ଚିଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା।

ଅନ୍ୟପଟେ ଆଜି ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ଆଉ ୧୩୦ ଆକ୍ରାନ୍ତ । ବର୍ତ୍ତମାନ ସୁଦ୍ଧା ୧୧୧୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୪୮୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave a Reply

Your email address will not be published. Required fields are marked *