ଆରପାରିରେ ଅଭିନେତା ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା । ବନ୍ଦ୍ରା ସ୍ଥିତି ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ସୁଶାନ୍ତ । ଏନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ।
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା
ରବିବାର ମୁମ୍ବାଇ ସ୍ଥିତ ସୁଶାନ୍ତଙ୍କ ଫ୍ଲାଟରେ ତାଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖିବାକୁ ମିଳିଥିଲା। ମୃତ୍ୟୁର କାରଣ ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି।
ତାଙ୍କର ଏହି ଚରମ ନିଷ୍ପତ୍ତିରେ ସ୍ତବ୍ଧ ହୋଇଯାଇଛି ବଲିଉଡ ଜଗତ । ଆତ୍ମହତ୍ୟାର କାରଣ ଏଯାଏଁ ଅସ୍ପଷ୍ଟ ।

Leave a Reply

Your email address will not be published. Required fields are marked *