ରାଜ୍ୟ ସରକାର ମାନିବେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି; ଏବର୍ଷ ହେବ ନାହିଁ ରଥଯାତ୍ରା

ଭୁବନେଶ୍ୱର : ରଥଯାତ୍ରାକୁ ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ଦେଇଥିବା ଦେଇଥିବା ନିର୍ଦ୍ଦେଶକୁ ପାଳନ କରିବେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଛି ।

ବୈଠକରେ ରାଜ୍ୟ ଆଡଭୋକେଟ୍ ଜେନେରାଲ ଯୋଗ ଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ କ୍ୟାବିନେଟକୁ ଅବଗତ କରିଥିଲେ ।

Leave a Reply

Your email address will not be published. Required fields are marked *