‘ବିଗ୍ ବି’ ଙ୍କୁ କରୋନା

ମୁମ୍ବାଇ: କରୋନା ପଜିଟିଭ ଚିହ୍ନଟ ହେଲେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ। ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଥିବା ସେ ନିଜେ ଟ୍ୱିଟ କରିଛନ୍ତି । ଏହାପରେ ତାଙ୍କ ପରିବାର ଓ କର୍ମଚାରୀଙ୍କର ସ୍ୱାବ ପରୀକ୍ଷା ପାଇଁ ସଂଗ୍ରହ କରାଯାଇଛି ।ଗତ ୧୦ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜ ନିଜର କୋଭିଡ୍ ଟେଷ୍ଟ କରନ୍ତୁ ବୋଲି ଅମିତାଭ ବଚ୍ଚନ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *